ଗଣମାଧ୍ୟମ ଉପରେ ସୁପ୍ରିମକୋର୍ଟଙ୍କ କଟକଣା; ପୀଡ଼ିତା ନାବାଳିକାଙ୍କ ଫଟୋ, ଭିଡିଓ ଦେଖାଇପାରିବେନି

ନୂଆଦିଲ୍ଲୀ: ଦେଶର ଗଣମାଧ୍ୟମ ଉପରେ ସୁପ୍ରିମକୋର୍ଟ କଟକଣା ଲଗାଇଛନ୍ତି। ନାବାଳିକା ଦୁଷ୍କର୍ମ ଘଟଣାରେ ଉଭୟ ବୈଦ୍ୟୁତିକ ଓ ପ୍ରିଣ୍ଟ ଗଣମାଧ୍ୟମ ନାବାଳିକାଙ୍କ ଭିଡିଓ ଫୁଟେଜ୍‌ କିମ୍ବା ଫଟୋ ଦେଖାଇ ପାରିବେ ନାହିଁ।

ଏପରିକି ନାବାଳିକାଙ୍କ ମୁହଁ ବ୍ଲର୍‌ କରି ମଧ୍ୟ ଦେଖାଇ ପାରିବେ ନାହିଁ। ସର୍ବୋଚ୍ଚ ନ୍ୟାୟାଳୟ ଆଜି ଏହି କଟକଣା ଲଗାଇଛନ୍ତି। ପୀଡ଼ିତାଙ୍କର ନାଁ କିମ୍ବା ତାଙ୍କ ପରିଚୟ ଗଣମାଧ୍ୟମରେ ନ ଦେବା ଲାଗି ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଜଣେ ନାବାଳିକାଙ୍କ ସମ୍ମାନ ଉପରେ ଆଞ୍ଚ ଆସୁଥିବା ସୁପ୍ରିମକୋର୍ଟ କହିଛନ୍ତି।

ବିହାର ମୁଜାଫରପୁରରେ ୩୦ ଶିଶୁକନ୍ୟାଙ୍କୁ ଯୌନ ଉତ୍ପୀଡ଼ନ ଘଟଣାରେ ଗଭୀର ଉଦ୍‌ବେଗ ପ୍ରକାଶ କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ବିହାର ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟ ନୋଟିସ୍‌ ଜାରି କରିଛନ୍ତି।

ଆହୁରି ପଢ଼ନ୍ତୁ

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ଓଡ଼ିଆ ପୁଅଙ୍କୁ ଜର୍ସି ଉତ୍ସର୍ଗ କଲେ ଆର୍‌ସିବି ଅଲରାଉଣ୍ଡର୍ ମୋରିସ୍

ନାଳସଫା କରି ପାଠ ପଢ଼ା ଅର୍ଥ ସଂଗ୍ରହ କରୁଥିଲେ ଛାତ୍ର, ସହାୟତାର ହାତ ବଢ଼ାଇଲେ ପୋଲିସ ଅଧିକାରୀ

‘କରୋନା କଣ ଆମେ ଜାଣିନୁ’

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

ସୁଶାନ୍ତଙ୍କୁ ହତ୍ୟା କରାଯାଇଥିଲା କି ? ଉଠିଲା ଏହି ୧୦ ପ୍ରଶ୍ନ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

ରାସ୍ତାକଡ଼ରେ କାର୍‌‌ ରଖି ବିଷ ପିଇ ଦେଲେ ରାଜନେତା

You might also like