କମିଲା ସୁନା ଦର

ନୂଆଦିଲ୍ଲୀ: ଲଗାତାର ତିନି ଦିନ ପରେ ସୁନା ଦର ହ୍ରାସ ପାଇଛି।

ସୂଚନା ଅନୁସାରେ, ଆଜି ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମକୁ ୨୭୧ ଟଙ୍କା ହ୍ରାସ ପାଇ ୪୬,୩୩୬ ଟଙ୍କାରେ ପହଞ୍ଚିଛି। ହେଲେ ରୁପା ଦର ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ରୁପା ଦର ପ୍ରତି କିଲୋଗ୍ରାମକୁ ୨୦ ଟଙ୍କା ବୃଦ୍ଧି ପାଇ ୪୨,୦୫୦ରେ ପହଞ୍ଚିଛି।

ଏପ୍ରିଲ ୨୪ରେ ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମକୁ ୪୬, ୬୦୭ ଟଙ୍କା ରେକର୍ଡ କରାଯାଇଥିଲା। ସେହିପରି ରୁପା ଦର ୪୨,୦୩୦ ଟଙ୍କାରେ ପହଞ୍ଚି ଥିଲା।

ସାରା ବିଶ୍ୱରେ କରୋନା ଯୋଗୁ ଶେଆର ମାର୍କେଟରେ ଏହାର ପ୍ରଭାବ ଦେଖିବାକୁ ମିଳିଛି।ଫଳରେ ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ନିବେଶକମାନେ ସୁରକ୍ଷିତ ନିବେଶକକୁ ଦୃଷ୍ଟିରେ ରଖି ସୁନାରେ ଇନଭେଷ୍ଟମେଣ୍ଟ ବୃଦ୍ଧି କରିଛନ୍ତି। ଫଳରେ ସୁନାର ଚାହିଦା ବୃଦ୍ଧି ପାଇଛି।

ଆହୁରି ପଢ଼ନ୍ତୁ

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ଓଡ଼ିଆ ପୁଅଙ୍କୁ ଜର୍ସି ଉତ୍ସର୍ଗ କଲେ ଆର୍‌ସିବି ଅଲରାଉଣ୍ଡର୍ ମୋରିସ୍

ନାଳସଫା କରି ପାଠ ପଢ଼ା ଅର୍ଥ ସଂଗ୍ରହ କରୁଥିଲେ ଛାତ୍ର, ସହାୟତାର ହାତ ବଢ଼ାଇଲେ ପୋଲିସ ଅଧିକାରୀ

‘କରୋନା କଣ ଆମେ ଜାଣିନୁ’

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

ସୁଶାନ୍ତଙ୍କୁ ହତ୍ୟା କରାଯାଇଥିଲା କି ? ଉଠିଲା ଏହି ୧୦ ପ୍ରଶ୍ନ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

ରାସ୍ତାକଡ଼ରେ କାର୍‌‌ ରଖି ବିଷ ପିଇ ଦେଲେ ରାଜନେତା

You might also like