ଦ୍ୱିତୀୟ ସ୍ତ୍ରୀର ଗଳା କାଟିଦେଲା ସ୍ୱାମୀ

କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): କୁକୁଡ଼ା କଟା କଟୁରୀରେ ଦ୍ୱିତୀୟ ସ୍ତ୍ରୀର ଗଳା କାଟିଦେଲା ମଦ୍ୟପ ସ୍ୱାମୀ। କୋରାପୁଟ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଧଉଡ଼ାପଦର ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ଏହି ଘଟଣାରେ ପୋଲିସ୍‌ ଅଭିଯୁକ୍ତ ସ୍ୱାମୀ କାର୍ତ୍ତିକ ଟାକ୍ରିଙ୍କୁ ଗିରଫ କରିଛି। କାର୍ତ୍ତିକଙ୍କର ଏକ ଚିକେନ ଦୋକାନ ରହିଛି।

ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ କାର୍ତ୍ତିକ ଘରକୁ ଫେରିଥିଲେ। ଏହାପରେ ଦ୍ୱିତୀୟ ପତ୍ନୀ ମିଲିଙ୍କ ସହ ତାଙ୍କର ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ କୁକୁଡ଼ା କାଟିବା କଟୁରୀରେ ସେ ପତ୍ନୀଙ୍କ ବେକ କାଟି ଦେଇଥିଲେ।

ଖବର ପାଇ ସଦର ଥାନା ପୋଲିସ୍‌‌ ଘଟଣାସ୍ଥଳରେ ପହଞ୍ଚି କାର୍ତ୍ତିକଙ୍କୁ ଗିରଫ କରିବା ସହ ଶବ ବ୍ୟବଚ୍ଛେଦ ଲାଗି ପଠାଇଛି। ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like