ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ଯବାନ

ମାଲକାନଗିରି: ନକ୍ସଲ ପ୍ରବଣ ଅଞ୍ଚଳରେ ଜଣେ ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ଯବାନ। ଯନ୍ତ୍ରଣାରେ ପୀଡ଼ିତ ଜଣେ ଆଦିବାସୀ ମହିଳାଙ୍କୁ ଭାରବାଡ଼ିରେ ବୋହି ଦୀର୍ଘ ୧୦ କିଲୋମିଟର କାଦୁଅ ରାସ୍ତାରେ ନେଲେ ଆଇଟିବିପି ଯବାନ।

ମାଲକାନଗିରି ଛତିଶଗଡ଼ ସୀମାନ୍ତ କୋଣ୍ଡାଗା ଓ ଜିଲ୍ଲାରେ ଦେଖିବାକୁ ମିଳିଛି। ଯବାନଙ୍କ ଏଭଳି ପ୍ରଂଶସନୀୟ କାର୍ଯ୍ୟ ୪୧ ବାଟାଲିୟନ ଆଇଟିବିପି କ୍ୟାମ୍ପରୁ ଯବାନମାନେ ଅପରେସନ୍ ଲାଗି ହାଉଡ଼ି ଜଙ୍ଗଲକୁ ଯାଉଥିଲେ। ଏହି ସମୟରେ ୮ ଦିନ ତଳେ ଶିଶୁପୁତ୍ରକୁ ଜନ୍ମ ଦେଇଥିବା ଜଣେ ମହିଳା ଯନ୍ତ୍ରଣାରେ ଛଟପଟ ହେଉଥିବା ଦେଖିବାକୁ ପାଇଥିଲେ। ଯବାନମାନେ ତୁରନ୍ତ ମହିଳାଙ୍କୁ ଭାରା କରି ଆଇଟିବିପି କ୍ୟାମ୍ପକୁ ନେଇଥିଲେ। ସେଠାରେ ଯବାନଙ୍କ ଚିକିତ୍ସା ଲାଗି ନିୟୋଜିତ ଡାକ୍ତର ମହିଳାଙ୍କ ଚିକିତ୍ସା କରିଥିଲେ। ଗତ ୧୩ତାରିଖରେ ମଧ୍ୟ ଆଇଟିବିପିର ଏହି ଯବାନ ଖୋର୍ସାନାଡ଼ା ଜଙ୍ଗଲକୁ ଯାଉଥିବା ବେଳେ ଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପୁଲିସ କ୍ୟାମ୍ପକୁ ନେଇଥିଲେ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like