• translate
Minati Mishra

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କର ପଞ୍ଚମ ଇନିଂସର ଶୁଭାରମ୍ଭ କରିଛନ୍ତି। ନିଜ ନୂଆ ମନ୍ତ୍ରୀମାନଙ୍କ ସହ ନିଜେ ମୁଖ୍ୟମନ୍ତ୍ରୀ ଏକ ଭବ୍ୟ ସମାରୋହରେ ଶପଥ ଗ୍ରହଣ କରିଛନ୍ତି। ବିଭିନ୍ନ ଆଡୁ ଛୁଟୁଛି ଶୁଭେଚ୍ଛାର ବାର୍ତ୍ତା।

ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଜଣାଇବା ପରେ ଏହାକୁ ରି-ଟ୍ୱିଟ୍ କରି ବୈଜୟନ୍ତ ଲେଖିଛନ୍ତି, ବିଜେପିର ସମସ୍ତ ସଦସ୍ୟ ପ୍ରଧାନମନ୍ତ୍ରୀଙ୍କ ସାଙ୍ଗରେ ଥିବା ବେଳେ ଓଡ଼ିଶାର ବିକାଶ ଲାଗି ପୂର୍ଣ୍ଣ ସହଯୋଗ ଯୋଗାଇ ଦିଆଯିବ।

Other Stories