ଭିଜିଲାନ୍ସ ସ୍କାନରରେ ଅଧ୍ୟାପକ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ଅଧ୍ୟାପକ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଗୁରାଣ୍ଡି କଲେଜର ଏଜୁକେସନ୍ ଅଧ୍ୟାପକ ଜି. ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି। ନାଗେଶ୍ୱରଙ୍କ ପାରଳାଖେମୁଣ୍ଡି ରାଧାଗୋବିନ୍ଦ ନଗର ସମେତ ୬ଟି ଘରେ ରେଡ୍ ଚାଲିଥିବା ଜଣାପଡ଼ିଛି। ଏପରିକି ଆନ୍ଧ୍ରପ୍ରଦେଶରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢଉ ଚାଲିଛି।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like