ଆସିଗଲା ମେଡ୍‌ ରୋବୋ: ଆଉ ବାରମ୍ବାର କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିବେନି ଡାକ୍ତର

ଭୁବନେଶ୍ୱର: ଡାକ୍ତର ଓ ନର୍ସଙ୍କୁ ବାରମ୍ବାର କରୋନା ରୋଗୀ ସଂସ୍ପର୍ଶରେ ଆସିବାକୁ ପଡ଼ିବନି। ସାମାଜିକ ଦୂରତା ବଜାୟ ରହିବ,  କରୋନା ସଂକ୍ରମଣର ଆଶଙ୍କା ବି କମିଯିବ। ଏମିତି ଏକ ମହତ୍ ଉଦ୍ଦେଶ୍ୟ ନେଇ ପୂର୍ବତଟ ରେଳପଥ ବିକାଶ କରିଛି ମେଡ୍ ରୋବୋ। କେବଳ ବିକାଶ କରିନି, ମଞ୍ଚେଶ୍ୱର ସେଣ୍ଟ୍ରାଲ ରେଲେୱେ ହସ୍ପିଟାଲରେ ଏହି ରୋବୋକୁ କାମରେ ଲଗାଇ ସଫଳତା ବି ପାଇଛି।

୪୦ ଫୁଟ ଦୂରତାରୁ କୋଭିଡ୍ ହସ୍ପିଟାଲର ଡାକ୍ତର, ନର୍ସ ଓ ଅନ୍ୟ କରୋନା ଯୋଦ୍ଧା ରିମୋଟ ଦ୍ୱାରା ଏହି ରୋବୋକୁ ଚଲାଇ ପାରୁଛନ୍ତି। ଫଳରେ ସେମାନଙ୍କୁ ବାରମ୍ବାର ପିପିଇ କିଟ୍ ପିନ୍ଧି ରୋଗୀ ପାଖକୁ ଯିବାକୁ ପଡ଼ୁନି। ମେଡ୍ ରୋବୋ ସେନ୍ସର୍ ଭିତ୍ତିକ ଥର୍ମାଲ ସ୍କ୍ରିନିଂ ମାଧ୍ୟମରେ କରୋନା ରୋଗୀର ତାପମାତ୍ରା ମାପୁଛି। ସେମାନଙ୍କ ପାଖକୁ ମେଡିସିନ୍ ଓ ଖାଇବା ଜିନିଷ ପହଞ୍ଚାଉଛି। ହାତ ଓ ଅନ୍ୟ ଆସେସରିଜ୍‌କୁ ସାନିଟାଇଜ୍ କରୁଛି।

 

ଆହୁରି ପଢ଼ନ୍ତୁ

ନୋବୋଲ୍ ଶାନ୍ତି ପୁରସ୍କାର ସହ ରହିଛି ଓଡ଼ିଶାର ସମ୍ପର୍କ

୯ମାସର ଗର୍ଭବତୀ ୫ମିନିଟ୍‌ରେ ଦୌଡିଲେ ୧.୬କିମି, ଭିଡିଓ ଭାଇରାଲ୍‌

‘ବାପାଙ୍କ ସ୍ୱପ୍ନ ପ୍ରେରଣା ଯୋଗାଇଛି’

କରୋନା ପାଇଁ କ୍ରିକେଟର ସାଜିଲେ କୁଲି

ମୁହଁରେ ପ୍ଲାଷ୍ଟିକ୍‌‌ ମାସ୍କ ଲଗାଇ ରାସ୍ତାରେ ବୁଲିଲେ ଲୋକ, ଭିଡିଓ ଭାଇରାଲ୍‌

NEET Result: ସୋଏବଙ୍କ ପରି ଇଏ ବି ରଖିଛନ୍ତି ଶତପ୍ରତିଶତ ମାର୍କ

ରୋଗୀ ସେବାରେ ବ୍ରତୀ ରାଜ୍ୟପାଳ

ପୁରୁଣା ଇଂଜିନ୍‌ ବ୍ୟବହାର କରି ୪ ଚକିଆ ଗାଡି ତିଆରି କଲେ ଇଂଜିନିୟରିଂ ଛାତ୍ର

ଆଦିବାସୀ ପିଲାଙ୍କୁ ପଢାଇବାର ନିଆରା ପ୍ରୟାସ: ନିଜ ଖର୍ଚ୍ଚରେ ସ୍କୁଲ୍‌ କାନ୍ଥରେ ଚିତ୍ର କଲେ ଶିକ୍ଷକ

ସ୍କୁଟି ଉପରେ ଖାଇବା ଦୋକାନ: ଟଙ୍କା ନଥିଲେ ମାଗଣା ଖାଇପାରିବେ ଗ୍ରାହକ

ଅଳିଆ ଗଦାରେ ଭେଟ: ଭୋକିଲା ଦେଖି ୩୦୦କୁକୁରକୁ ଘରକୁ ନେଇଆସିଛନ୍ତି ମହିଳା

୫ବର୍ଷ ବୟସରେ ବିବାହ କରିଥିଲେ ବାବା: କହିଲେ, ସ୍ତ୍ରୀର ପ୍ରେମ ଦିଏ ଲଢିବାକୁ ସାହାସ

You might also like