ଗୋଟିଏ ବଳଦ ପାଇଁ ସଡ଼ୁକୁ ପିଟିପିଟି ମାରିଦେଲା ସଡ଼ୁ

ମୟୂରଭଞ୍ଜ: ବୃଦ୍ଧଙ୍କୁ ପିଟି ପିଟି ହତ୍ୟା  କରାଯାଇଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ଅସୁରଖାଲ ହାଟରେ ଏହି ଅଭାବନୀୟ ଘଟଣା ଘଟିଛି। ରବୀନ୍ଦ୍ରନାଥ ନାୟକଙ୍କୁ ତାଙ୍କ ସଡ଼ୁ କାର୍ତ୍ତିକ ନାୟକ ପିଟି ପିଟି ମାରିଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।

ରବୀନ୍ଦ୍ର ତାଙ୍କ ସଡ଼ୁ କାର୍ତ୍ତିକଙ୍କଠାରୁ ଏକ ବଳଦ ଆଣିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହେଉଥିଲା। ତେବେ ଗତକାଲି ସନ୍ଧ୍ୟାରେ ରବୀନ୍ଦ୍ର ଅସୁରଖାଲ ହାଟକୁ ଯାଇଥିବା ବେଳେ ସେଠାରେ କାର୍ତ୍ତିକ ପାଟିତୁଣ୍ଡ କରିବା ସହ ରବୀନ୍ଦ୍ରଙ୍କୁ ବାଡ଼େଇ ବାଡେଇ ଗୁରୁତର କରିଦେଥିଲା। ଏହାପରେ ଡାକ୍ତରଖାନାରେ ରବୀନ୍ଦ୍ରଙ୍କର ମୃତ୍ୟୁ ହୋଇଛି।

ସେହିପରି ଅନ୍ୟ ଏକ ହତ୍ୟକାଣ୍ଡ ଘଟିଛି ଖୋର୍ଦ୍ଧା ଅଲାଇଜିହ ଛକରେ। ଦୁଇଜଣଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ଜଣେ ଆଉ ଜଣଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅଶୋକ କୁମାର ପାଢୀ। ତାଙ୍କୁ ଶେଷଦେବ ଜେନା ନାମଜ ଜଣେ ବ୍ୟକ୍ତି ହତ୍ୟା କରିଥିବା ଅଭିଯୋଗ ପରେ ପୋଲିସ ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ପରୀ ହତ୍ୟା ପ୍ରସଙ୍ଗରେ ସମ୍ବିତଙ୍କ ପ୍ରଶ୍ନ; ଓଡ଼ିଶାର ୯ ଜଣ କଂଗ୍ରେସ ବିଧାୟକ କାହିଁକି ଚୁପ୍ ?

ପରୀ ପ୍ରସଙ୍ଗରେ ଗୃହରେ କାହିଁକି ଚୁପ୍ ରହିଲା କଂଗ୍ରେସ ? କାରଣ କହିଲେ ସାଲୁଜା

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

You might also like