ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ପୋଲିସ୍‌ ଡିଜି ନିର୍ଦ୍ଦେଶ ଦେଇଛନ୍ତି।

ଏ ନେଇ ପୋଲିସ ଡିଜି ଅଭୟ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।

ଗତ ୭ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସସ୍‌ପେନ୍ସ ଜାରି ରହିଛି।

ପଢ଼ନ୍ତୁ: ଆଦିତ୍ୟ ଦାସ ମୃତ୍ୟୁ ଘଟଣାରେ ଆଉ ୨ ଟ୍ରେନ୍‌ ଡ୍ରାଇଭରଙ୍କୁ ଜେରା, ଦେଲେ ଏମିତି ତଥ୍ୟ…

You might also like