ତୀବ୍ର ଅବପାତର ରୂପ ନେଲା ଲଘୁଚାପ, ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ତୀବ୍ର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ବିଶାଖାପାଟଣାରୁ ଦକ୍ଷିଣ ପୂର୍ବ ଦିଗରେ ୨୫୦ କିମି ଦୂରରେ ରହିଛି। କାଲି ସକାଳେ କାକିନାଡ଼ା ପାଖରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଅତିକ୍ରମ ବେଳେ ପବନର ବେଗ ୫୫ରୁ ୬୦ କିମି ରହିବା ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା- ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର।

୧୩ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ସେହିପରି କଟକ ଓ ଭୁବନେଶ୍ୱରରେ ବି ଆଜି ଓ କାଲି ସ୍ବଳ୍ପରୁ ମଧ୍ୟମ ବର୍ଷା ହୋଇପାରେ।

ରାଜ୍ୟରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଚିଠିରେ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।

ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ଦୁଷ୍ଟିରୁ ସଜାଗ ରହିବାକୁ କୁହାୟାଇଛି। ବର୍ଷା ସହ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ଲାଗି ପରାମର୍ଶ ଦିଆଯାଇଛି।

ଆହୁରି ପଢନ୍ତୁ: ଆସୁଛି ବର୍ଷା, ସତର୍କ ରୁହ: SRC

ଆହୁରି ପଢ଼ନ୍ତୁ

ପରୀ ହତ୍ୟା ପ୍ରସଙ୍ଗରେ ସମ୍ବିତଙ୍କ ପ୍ରଶ୍ନ; ଓଡ଼ିଶାର ୯ ଜଣ କଂଗ୍ରେସ ବିଧାୟକ କାହିଁକି ଚୁପ୍ ?

ପରୀ ପ୍ରସଙ୍ଗରେ ଗୃହରେ କାହିଁକି ଚୁପ୍ ରହିଲା କଂଗ୍ରେସ ? କାରଣ କହିଲେ ସାଲୁଜା

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

You might also like