ମହଙ୍ଗା ପଡ଼ିଲା ଛାତ୍ରୀଙ୍କୁ ଅସଦାଚରଣ ; ନିସ୍ତୁକ ପିଟିଲେ ଲୋକେ

ବାଲୁଗାଁ ( ଶକ୍ତି ପ୍ରସାଦ ମହାପାତ୍ର) : ରୋଡ୍ ରୋମିଓକୁ ପାନେ। ରାସ୍ତାରେ ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଅଭିଯୋଗରେ ଜଣେ ନାବାଳକଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଘଟଣାସ୍ଥଳରୁ ଅନ୍ୟ ଦୁଇ ନାବାଳକ ଫେରାର ହୋଇଯାଇଥିଲେ।

ମିଳିଥିବା ସୂଚନା ମୁତାବକ, ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ଏହି ଘଟଣା ଘଟିଛି। ଗତକାଲି ଟ୍ୟୁସନ ସାରି ଘରକୁ ଫେରୁଥିଲେ ଜଣେ ୧୦ ଶ୍ରେଣୀ ଛାତ୍ରୀ । ବାଟରେ କୁମାରାଙ୍ଗ ଛକରେ ୩ ଜଣ ନାବାଳକ ତାଙ୍କୁ ଅସଦାଚରଣ କରିଥିଲେ। ଏହାପରେ ଘଟଣାସ୍ଥଳରେ ଥିବା ସ୍ଥାନୀୟ ଲୋକ ଏହାର ପ୍ରତିବାଦ କରିବା ସହ ନାବାଳକ ଜଣଙ୍କୁ ଧରି ନିସ୍ତୁକ ମାଡ଼ ମାରିଥିଲେ। ପରେ ତାକୁ ବାଣପୁର ପୁଲିସରେ ଜିମା ଦେଇଛନ୍ତି।

ଏବେ ଏହି ଘଟଣାରେ ୨ ନାବାଳକଙ୍କୁ ଅଟକ ରଖିଛି ପୁଲିସ।

ଏହାସହ ମଧ୍ୟ ପଢନ୍ତୁ : ବିଚ୍ ରାସ୍ତାରେ ଯୁବକଙ୍କୁ ପିଟିଲେ ଯୁବତୀ, ଭିଡ଼ିଓ ଭାଇରାଲ୍

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like