ନର୍ସ ନିହାରିକାଙ୍କ ଘରେ ତଦନ୍ତ କଲେ ଜଗତସିଂହପୁର ଏସ୍‌ପି

ଜଗତସିଂହପୁର  : ନର୍ସ ନିହାରିକା ହତ୍ୟା ଘଟଣାର ତଦନ୍ତ ଲାଗି ମୃତ ନିହାରିକାଙ୍କ ଘର ଭିଙ୍ଗାରପୁରରେ ପହଁଞ୍ଚି ତଦନ୍ତ କରିଛନ୍ତି ଜଗତସିଂହପୁର ଏସ୍‌ପି। ବାପା, ଭାଇ, ମାଆ ଏବଂ ସମ୍ପର୍କୀୟ ଭଉଣୀଙ୍କ ସହ କଥା ହୋଇ ତଦନ୍ତ କରିଛନ୍ତି ଏସ୍‌ପି।

ହତ୍ୟାକାଣ୍ଡରେ ଆଉ କେଉଁମାନେ ଜଡିତ ଅଛନ୍ତି ସେ ବିଷୟରେ ତଦନ୍ତ କରାଯାଉଥିବା ଜଗତସିଂହପୁର ଏସପି କହିଛନ୍ତି।  ନିହାରିକା ହତ୍ୟା ଘଟଣାରେ ପୁଲିସ ତାର ପ୍ରେମିକ ରାଜା ଓରଫ ଇଶ୍ୱର ଆଞ୍ଚଲକୁ ଗିରଫ କରି କୋର୍ଟଚାଲାଣ କରିଛି।

ଆଗାମୀ ସମୟରେ ରାଜାକୁ ରିମାଣ୍ଡରେ ଆଣି ପୁଲିସ ପଚରାଉଚରା କରିବା ପୂର୍ବରୁ ମୃତ ନିହାରିକାଙ୍କ ଘରକୁ ଯାଇ ତାଙ୍କ ବାପା ମାଆ ଓ ଭାଇଙ୍କୁ ପଚରା ଉଚରା କରିଛି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like