ଆସନ୍ତା ୨ ଦିନ ଯାଏ ଓଡ଼ିଶାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ଯାଏ ରାଜଧାନୀ ଭୁବନେଶ୍ୱର ଏବଂ କଟକ ସହରର ଆକାଶ ମେଘାଚ୍ଛନ୍ନ ରହିବ। ଟ୍ୱିନ୍‌ ସିଟିରେ ସ୍ୱଳ୍ପ ଧରଣର ବର୍ଷା ହେବ ବୋଲି ମଧ୍ୟ ଆଞ୍ଚଳିକ ପଣିପାଗ କେନ୍ଦ୍ର ଆକଳନ କରିଛି।

ଜୁଲାଇ ୧ରୁ ୭ ତାରିଖ ମଧ୍ୟରେ ଓଡ଼ିଶାରେ ଭଲ ବର୍ଷା ହୋଇଛି। ସ୍ୱାଭାବିକଠୁ ୧୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌. ବିଶ୍ୱାସ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

You might also like