ବର୍ଷା ସହ ବଜ୍ରପାତ ସମ୍ଭାବନା, ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ସକାଳ ୯ଟା ୩୦ ମିନିଟ୍ ପର୍ଯ୍ୟନ୍ତ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଝାରସୁଗୁଡା

You might also like