ରିମାଣ୍ଡରେ ଯାଇନପାରନ୍ତି ରିୟା

ମୁମ୍ବାଇ(ସୁରେଶ ଦାଶ): ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ନାର୍କୋଟିସ୍ କଣ୍ଟ୍ରୋଲ୍ ବ୍ୟୁରୋ (NCB) ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ତିନି ଦିନର ମାରାଥନ ଜେରା ପରେ ଆଜି ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କୁ NCB ଗିରଫ କରିଛି।

ରିୟାଙ୍କ ବିରୋଧରେ ଡ୍ରଗ୍ସ ନେବା ସହ ଆଉ କିଛି ଗୁରୁତର ଅଭିଯୋଗ ଆସିଥିଲା, ଯେଉଁ ମାମଲାରେ ଏନସିବି ତାଙ୍କୁ ଲଗାତର ଜେରା କରି ଆସୁଥିଲା।

ଅଧିକ ପଚରାଉଚରା ପାଇଁ NCB ରିୟାଙ୍କୁ ରିମାଣ୍ଡ ନ ନେଇପାରେ।କାରଣ ରିୟାଙ୍କୁ ତିନି ଦିନର ଏହି ଲଗାତାର ଜେରାରେ ବହୁତ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ NCB ହାତରେ ଲାଗିଛି। ତେଣୁ ରିୟାଙ୍କୁ ରିମାଣ୍ଡରେ ନେବାର ଆବଶ୍ୟକତା ପଡ଼ିନପାରେ ବୋଲି ସୂଚନା ମିଳିଛି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା, ଆଜି ସନ୍ଧ୍ୟା ସାଢ଼େ ୭ଟାରେ Video Conferencing ଜରିଆରେ NCB ପକ୍ଷରୁ ରିୟାଙ୍କୁ କୋର୍ଟରେ ହାଜର କରାଯିବ ବୋଲି ସୂଚନା ମିଳିଛି। ଏହି ସମୟରେ NCB କୋର୍ଟଙ୍କୁ ବହୁ ଗରୁତ୍ବପୂର୍ଣ୍ଣ ତଥ୍ୟ ଦେଇପାରନ୍ତି ବୋଲି ଜଣାପଡ଼ିଛି

ଅନ୍ୟପକ୍ଷରେ, ଗିରଫ ପରେ ରିୟାଙ୍କର ମେଡିକାଲ ଟେଷ୍ଟ କରାଯାଇଥିଲା। ଏହାସହ ତାଙ୍କର କରୋନା ଟେଷ୍ଟ ମଧ୍ୟ କରାଯାଇଥିଲା ଓ ରିପୋର୍ଟ ନେଗେଟିଭ ଆସିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ସୁଶାନ୍ତଙ୍କ ପୂର୍ବତନ ଟ୍ୟାଲେଣ୍ଟ୍‌ ମ୍ୟାନେଜର କହିଲେ, ଶ୍ରଦ୍ଧାଙ୍କ ପାଇଁ ଅନ୍‌ଲାଇନ୍‌ରେ ଅର୍ଡର କରୁଥିଲେ…

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ଓଡ଼ିଆ ପୁଅଙ୍କୁ ଜର୍ସି ଉତ୍ସର୍ଗ କଲେ ଆର୍‌ସିବି ଅଲରାଉଣ୍ଡର୍ ମୋରିସ୍

ନାଳସଫା କରି ପାଠ ପଢ଼ା ଅର୍ଥ ସଂଗ୍ରହ କରୁଥିଲେ ଛାତ୍ର, ସହାୟତାର ହାତ ବଢ଼ାଇଲେ ପୋଲିସ ଅଧିକାରୀ

‘କରୋନା କଣ ଆମେ ଜାଣିନୁ’

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

You might also like