ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ସର୍ବକାଳୀନ ରେକର୍ଡସ୍ତରକୁ ହ୍ରାସ

ନୂଆଦିଲ୍ଲୀ:ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ସର୍ବକାଳୀନ ରେକର୍ଡସ୍ତରକୁ ହ୍ରାସ ହୋଇଛି। ଟଙ୍କାର ବିନିମୟ ମୂଲ୍ୟ ଡଲାର ତୁଳନାରେ ୭୦ ଟଙ୍କା ୩୨ ପଇସାକୁ ହ୍ରାସ ପାଇଛି। ମୁଖ୍ୟତଃ ବିଶ୍ୱ ବଜାରରେ ଭାରତୀୟ ଟଙ୍କା ତୁଳନାରେ ଆମେରିକୀୟ ଡଲାର ଚାହିଦା ବୃଦ୍ଧି ପାଇଛି।
ବିଶ୍ୱବଜାରରେ ଅଶୋଧିକ ତୈଳଦର ବୃଦ୍ଧି ପାଇଥିବାରୁ ଡଲାର ମୂଲ୍ୟ ବୃଦ୍ଧି ପାଇଥିବା କୁହାଯାଉଛି। ବିଶ୍ୱ ବଜାରରେ ଅନ୍ୟ ରାଷ୍ଟ୍ରର ମୁଦ୍ରା ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ପାଇଛି।

You might also like