ଚାଉଳରେ ତିଆରି ହେବ ସାନିଟାଇଜର୍

ନୂଆଦିଲ୍ଲୀ: ବଳକା ଚାଉଳକୁ ବ୍ୟବହାର କରି ତିଆରି ହେବ ହ୍ୟାଣ୍ଡ ସାନିଟାଇଜର୍। ବଳକା ଚାଉଳକୁ ବ୍ୟବହାର କରି ଇଥାନଲ ମିଶ୍ରିତ ପେଟ୍ରୋଲ ଦ୍ୱାରା ଆଲକହଲ ଆଧାରିତ ହ୍ୟାଣ୍ଡ ସାନିଟାଇଜର ପ୍ରସ୍ତୁତି ନିଷ୍ପତ୍ତିକୁ ମଞ୍ଜୁରି ମିଳିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ସୋମବାର ଏନ୍‌ବିସିସି ବା ଜାତୀୟ ଜୈବ ଇନ୍ଧନ ସମନ୍ୱୟ କମିଟି ଦ୍ୱାରା ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ଏହି ବୈଠକରେ ଜାତୀୟ ଖାଦ୍ୟ ନିଗମ-ଏଫସିଆଇ ସହିତ ଉପଲବ୍ଧ ବଳକା ଚାଉଳକୁ ବ୍ୟବହାର କରି ତଥା ଇଥାନଲ ମିଶ୍ରିତ ପେଟ୍ରୋଲ ଦ୍ୱାରା ଆଲକହଲ ଆଧାରିତ ହ୍ୟାଣ୍ଡ ସାନିଟାଇଜର ପ୍ରସ୍ତୁତ କରାଯାଇପାରିବା ନିଷ୍ପତ୍ତିକୁ ମଞ୍ଜୁରି ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ଅସହାୟଙ୍କ ସାହା ପାଲଟିଥିବା ସୋନୁ ସୁଦ୍‌ଙ୍କୁ ସମ୍ମାନିତ କଲା ଜାତିସଂଘ

ଦିନକରେ ଆଖି ବୁଜିଲେ ଆଉ ୧୫ କରୋନା ରୋଗୀ

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

କରୋନାରୁ ଆରୋଗ୍ୟ ହେଲେ ୩୩୭୮ ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌ ମାମଲା: ଦୀପିକା, ସାରାଙ୍କ ସମେତ ଏହିସବୁ ଅଭିନେତ୍ରୀଙ୍କ ଫୋନ୍‌ ସିଜ୍‌

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

You might also like