ଜୁନ୍‌ ୧୭ ଯାଏ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ୱର: ଜୁନ୍‌ ୧୭ ଯାଏ ରାଜ୍ୟରେ ଥିବା ସମସ୍ତ ସ୍କୁଲ, କଲେଜ ବନ୍ଦ ରହିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି

ଅନ୍ୟପକ୍ଷରେ, ସାରାଦେଶରେ ଏପ୍ରିଲ ୧୪ ତାରିଖରେ ୨୧ ଦିନିଆ ଲକ୍‌ଡାଉନ୍‌ ଅବଧି ସରୁଥିବା ବେଳେ ଏହାକୁ ଏପ୍ରିଲ ୩୦ ତାରିଖ ଯାଏ ବୃଦ୍ଧି ପାଇଁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକ ଭିଡିଓ କନ୍‌ଫରେନ୍ସି ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା।

You might also like