ଏହି କାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ସମସ୍ତଙ୍କୁ ସୁରକ୍ଷିତ ବାସଗୃହ ପ୍ରସଙ୍ଗରେ ନବୀନ ପଟ୍ଟନାୟକ ଏହି ଚିଠି ଲେଖିଛନ୍ତି। PMAY ଯୋଜନାରେ ଫନି ପ୍ରଭାବିତ ୧୪ ଜିଲ୍ଲାକୁ ୭ କୋଟି ୮୭ ଲକ୍ଷ ଘର ଦାବି କରିଛନ୍ତି ନବୀନ।

ଅଣଫନି ପ୍ରଭାବିତ ୧୬ ଜିଲ୍ଲାକୁ ମଧ୍ୟ ୬ ଲକ୍ଷ ୭ ହଜାର ଘର ଦେବାକୁ ଦାବି କରିଛନ୍ତି। ଏନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟକୁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ଚିଠିରେ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।

You might also like