ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୯ଟା ୩୦ ଯାଏ ୩ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଖୋର୍ଦ୍ଧା ଓ ନୟାଗଡ଼।

You might also like