ପେଟ ପାଇଁ ମୂଲ ଲାଗୁଛନ୍ତି ସ୍ୱର୍ଣ୍ଣବିଜେତା ଆଥଲେଟ୍

ନବରଙ୍ଗପୁର: ଯେଉଁ ହାତରେ ସେ ଭାର ଉଠେଇ ସ୍ୱର୍ଣ୍ଣପଦକ ଜିତିଥିଲେ, ସେଇ ହାତ ଏବେ ଧରିଛି କୋଡ଼ିକୋଦାଳ।  ଅନ୍ତର୍ଜାତୀୟ ସ୍ତରର ଆଥଲେଟ ଏବେ ଦୁର୍ଦ୍ଦିଦରେ । ପେଟ ପୋଷିବାକୁ ସେ ଏବେ ପାଲଟି ଯାଇଛନ୍ତି ଦିନମଜୁରିଆ। ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି କ୍ରୀଡ଼ା ଭିତ୍ତିଭୂମି ସଜାଡୁଛନ୍ତି, କିନ୍ତୁ ଏପଟେ ଖେଳାଳିଙ୍କ ଅବସ୍ଥା ଆପଣ ଆଖିରେ ନଦେଖିଲେ ବିଶ୍ୱାସ କରିପାରିବେ ନାହିଁ।

You might also like