ଶେଷ ବସନ୍ତରେ ଚାଲିଗଲେ ମନୋଜ ଦାସ

ରାଷ୍ଟ୍ରୀୟ ସମ୍ମାନ ସହ ହେବ ସାହିତ୍ୟ ଜଗତର ଅନ୍ୟତମ ଯୁଗପୁରୁଷ ମନୋଜ ଦାସଙ୍କ ଶେଷକୃତ୍ୟ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ  ଟ୍ୱିଟ ଯୋଗେ ଏହି ସୂଚନା ଦିଆଯାଇଛି । ଏହି ଶେଷକୃତ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେବେ ବୋଲି ସିଏମ୍ଓ ଟ୍ୱିଟ କରିଛି ।

You might also like