ଦେଶକୁ ଆସିଲା କି ତୃତୀୟ ଲହର ? ନୂଆ ଭାରିଏଣ୍ଟ ଲାଗି ଟେନସନ୍ରେ ସରକାର ।
Published: Satyendu Shekher Mishra
Last updated: 28 November 2021, 10:42 PM IST
ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ । ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।