ଅନେକ ଦିନର ଅପେକ୍ଷା ଓ ବହୁ ବାଦ ବିବାଦର ଅନ୍ତ ଘଟିବାକୁ ଯାଉଛି। ଆଜି ରିଲିଜ ହେବାକୁ ଯାଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ‘ପିଏମ୍‌ ନରେନ୍ଦ୍ର ମୋଦି। ଦେଖନ୍ତୁ, ରିଲ୍ ଲାଇଫରେ କେମିତି ଦିଶୁଛନ୍ତି ପିଏମ୍‌ ମୋଦି...