• translate

Other Videos

ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଦିନକୁ ଦିନ ଘନଉଛି। ତଦନ୍ତ ଯେତିକି ଆଗଉଛି, ଘଟଣାର ସେତିକି ନୂଆ ନୂଆ ଦିଗ ସାମ୍ନାକୁ ଆସିଛି। ସୌମ୍ୟରଞ୍ଜନଙ୍କୁ କଟକ ନେଇ ଯାଉଥିବା ଆମ୍ବୁଲାନ୍ସ ଫରେଷ୍ଟ ଛକରେ କାହିଁକି ଓ କାହା ନିର୍ଦ୍ଦେଶରେ ଅଟକିଥିଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ ଗତକାଲି ରାତିରେ ଏହାର ଖୁଲାସା କରିଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର ଦୟାନିଧି ସାଗର।

ACF death