ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼ । ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ । ପ୍ରୋଟେଷ୍ଟ ପିଟିସନ ଆଧାରରେ ନିର୍ଦ୍ଦେଶ ଦେଇଛନ୍ତି JMFC କୋର୍ଟ । ମୃତ କୁଳମଣି ବରାଳଙ୍କ ପୁଅ ରମାକାନ୍ତ ପ୍ରୋଟେଷ୍ଟ ପିଟିସନ ଦେଇଥିଲେ । ଚାର୍ଜସିଟରେ ମନ୍ତ୍ରୀଙ୍କ ନାଁ ନଥିବାରୁ କୋର୍ଟରେ ପିଟିସନ କରିଥିଲେ ରମାକାନ୍ତ ।
Published: Chandan Shishu
Last updated: 26 August 2021, 06:54 PM IST
ଆଜି ସଂଗଠିତ ହେବ ଚଳିତ ବର୍ଷର ବିରଳ ପୂର୍ଣ୍ଣ ସୂର୍ଯ୍ୟୋପରାଗ । ଆମେରିକା, କାନାଡା, ମେକ୍ସିକୋର କେତେକ ଅଞ୍ଚଳରେ ଏହା ପୂର୍ଣ୍ଣ ଭାବରେ ଦୃଶ୍ୟମାନ ହେବ । ଏହାର ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟୋପରାଗ ଦେଖାଯିବ ।