୧୧% ମହଙ୍ଗା ଭତ୍ତା ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟର ମଂଜୁରୀ । କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮% ହେଲା । ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧ରୁ ଲାଗୁ ହେବ । ଉପକୃତ ହେବେ କେନ୍ଦ୍ର ସରକାରଙ୍କ ୪୫ ଲକ୍ଷରୁ ଅଧିକ କର୍ମଚାରୀ । ୬୫ ଲକ୍ଷରୁ ଅଧିକ ପେନସନଧାରୀଙ୍କୁ ମିଳିବ ଫାଇଦା ।
Published: Prangyan Parimita
Last updated: 14 July 2021, 05:31 PM IST
ସରିଲା 24 ମହାସଂଗ୍ରାମର ପ୍ରଥମ ଲଢ଼େଇ। ପଶ୍ଚିମବଙ୍ଗ ଓ ମଣିପୁରର କିଛି ଛୋଟମୋଟ ହିଂସାକୁ ଛାଡ଼ି ମୋଟାମୋଟି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହୋଇଛି ୨୪ ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ । ୨୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୧୦୨ଟି ଲୋକସଭା ଆସନରେ ଆଜି ଭୋଟ୍ ପଡ଼ିଛି ।