• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Weather
କାଳବୈଶାଖୀ ଡ଼ର; ୩୦-୩୫ କିଲୋମିଟର ପର୍ଯ୍ୟନ୍ତ ବହିପାରେ ପବନ

ବଦଳିଲା ପାଗରେ ମିଜାଜ୍ । କିଛି ଦିନର ତାତି ପରେ ରାଜ୍ୟରେ ଖସିଛି ପାରଦ ।

Lightning
ବର୍ଷାରେ ବେହାଲ ବାଲେଶ୍ୱର; ବିଜୁଳି ନେଲା ପ୍ରାଣ, ଯୁବକ ଜୀବନ୍ତ ଦଗ୍ଧ

ବଜ୍ରପାତରେ ଜଳିଗଲେ ଯୁବକ । ଏଭଳି କିଛି ଘଟଣା ଘଟିଛି ବାଲେଶ୍ୱର ଭୋଗରାଇ ବ୍ଲକ ଟୁକୁରିହାଜିରା ଗାଁରେ ।

Weather Update Odisha
Weather Update: ୧୯ ଓ ୨୦ରେ କାଳବୈଶାଖୀ; ୪୦ରୁ ୫୦ କିମି ବେଗରେ ବହିପାରେ ପବନ !

Weather Update Odisha: ଆସନ୍ତା ୧୯ ଏବଂ ୨୦ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ୪୦ରୁ ୫୦ କିମି ବେଗରେ ବହିପାରେ ପବନ ।

Weather News
ପୁଣି ତାତିଲା ! ୩୯.୫ ଡିଗ୍ରୀ ସହ ବୌଦ୍ଧ ଉତ୍ତପ୍ତ ସହର

ମାଲକାନଗିରିରେ ତାପମାତ୍ରା ୩୮.୮, ଝାରସୁଗୁଡ଼ାରେ ୩୮.୭ । ରାଜ୍ୟର ପ୍ରାୟ ୩୯ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ।

weather
ବର୍ଷା ପରେ ପୁଣି ତାତିବ ଓଡ଼ିଶା, ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।

Weather
ଡହ ଡହ ଖରାରେ ଅସ୍ତବ୍ୟସ୍ତ ଜନଜୀବନ, ୪୦ ଡିଗ୍ରୀ ପାର୍ କରିବ ତାପମାତ୍ରା

ରାଜ୍ୟରେ ଉପରମୁହାଁ ପାରଦ । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିଛି । ଆଗକୁ ସ୍ୱାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।

Heat Wave
କଲବଲ କରିବ ତାତି; ଟୁଇନସିଟି ସମେତ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି

ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,ପାରଳାଖେମୁଣ୍ଡି, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରିରେ ତାପମାତ୍ରା ଅଧିକ ରହିପାରେ ।

weather
୨ ଦିନ ପରେ ପୁଣି ବଢିବ ତାତି

୨ ଦିନ ପରେ ପୁଣି ବଢିବ ତାତି। ୪ ରୁ ୬ ଡ଼ିଗ୍ରୀ ଯାଏଁ ତାପମାତ୍ରା ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି।

Weather
ଆହୁରି କଲବଲ କରିବ ତାତି

ରାଜ୍ୟରେ ଉପର ମୁହାଁ ପାରଦ । ୧୧ ସହରରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୬ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି । ତେବେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ ହୋଇଛି ।

weather
୩୮ ଡିଗ୍ରୀ ଟପିଲା ପାରଦ, ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ

ରାଜ୍ୟରେ ବଢିଛି ତାପମାତ୍ରା । ୩୮ ଡିଗ୍ରୀ ଟପିଲା ପାରଦ। ଏପଟେ ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି ।

weather
ତାତିରୁ ମିଳିବ ଆଶ୍ୱସ୍ତି; ରାଜ୍ୟରେ ୭ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ତାତିରେ ଲାଗିବ କି ବ୍ରେକ୍ ? ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ବେଳେ, ପୁଣି ୭ ତାରିଖରୁ ବର୍ଷା ସମ୍ଭାବନା ରହିଛି।

Heat Wave
ତାତିରୁ ମିଳିବ ତ୍ରାହି; ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକା ବର୍ଷିବ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Heat Wave
ଆହୁରି ତାତିବ ! ମାଲକାନଗିରି ସର୍ବାଧିକ ଉତ୍ତପ୍ତ ସହର..

କିଛି ଦିନ ଧରି ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିଲା, ଏବେ ଆକାଶରୁ ମେଘ ହଟିଯିବା ପରେ ତାପମାତ୍ରା ବଢିଛି।

Heat Wave
ସାବଧାନ!! ବଢ଼ିବ ତାତି, ଜଳିବ ଓଡ଼ିଶା; ଆଗାମୀ ୪ଦିନ ଯାଏ ପ୍ରବଳ ଗରମ

ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା। ୪ ତାରିଖ ପରେ ପଶ୍ଚିମା ଝଡ଼ର ସମ୍ଭାବନା ରହିଛି।

Radar
ପ୍ରାକୃତିକ ଦୁର୍ବିପାକ ନେଇ ମିଳିବ ଆଗୁଆ ସୂଚନା... ଲାଗିବ ଅତ୍ୟାଧୁନିକ ରାଡାର

ବର୍ତ୍ତମାନ ବାଲେଶ୍ୱରରେ ଡଫ୍ଲର ରାଡାର କାମ ଅଧା ଶେଷ ହୋଇଛି। ସମ୍ବଲପୁରରେ ଉପକରଣ ମଧ୍ୟ ପହଞ୍ଚିସାରିଛି।

Weather
ଓଃ କି ଶାନ୍ତି...ନିଦାଘ ତାତିରୁ ମିଳିଲା ନିସ୍ତାର...ଆକାଶରୁ ଝରିଲା ଜୀବନ ବିନ୍ଦୁ...

ବଢୁଥିବା ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ମେଘୁଆ ପାଗ ସହ ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ହୋଇଛି ବର୍ଷା ।

Odisha Weather
କଲବଲ କଲାଣି ଖରା; ହିଟୱେଭ୍ ନେଇ ଆଗୁଆ ସତର୍କ କରାଇଲେ SRC

ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଆଉ କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୧୫ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା ।

Odisha Weather
ଆଜିଠୁ ତାତିରୁ ମିଳିପାରେ ଆଶ୍ୱସ୍ତି; ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ବିଶେଷ କରି କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ପୁରୀରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

odisha weather
ଫେବ୍ରୁଆରୀରୁ କଲବଲ କଲାଣି ଖରା

ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।

odisha weather
ମାଘରେ ନିଦାଘର ତାତି, ଫେବ୍ରୁଆରୀରୁ କଲବଲ କଲାଣି ଖରା; ସବୁ ଜିଲ୍ଲାରେ ପାରଦ ୩୦ ପାର୍

ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।

Heat Wave
ମାଘ ନ ସରୁଣୁ ରାଜ୍ୟରୁ ଶୀତ ଗାଏବ; ଟାଇଁ ଟାଇଁ ଖରାରେ ଜଳୁଛି ଓଡ଼ିଶା !

ରାଜ୍ୟକୁ ଶୁଷ୍କ ବାୟୁ ପ୍ରବାହ ଜାରି ଥିବାରୁ ଉଭୟ ରାତି ଓ ଦିନର ତାପମାତ୍ରା ବଢୁଥିବା ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଆସନ୍ତା ୨୨ରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ।

Temperature Rise In Odisha
ରାଜ୍ୟରେ ଶୀତ ଉଭାନ; ବଢ଼ୁଛି ଦିନ ଓ ରାତି ତାପମାତ୍ରା

ବଙ୍ଗୋପସାଗରରେ ସୃଷ୍ଟି ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।

Foggy Morning
ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି; ଆଗାମୀ ୩ ଦିନ ଯାଏଁ ଏଭଳି ସ୍ଥିତି

ଓଡିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡ଼ି ଦେଖିବାକୁ ମିଳିଛି।

Twincity Fog
ପ୍ରବଳ କୁହୁଡ଼ି ! ରାସ୍ତା ଗାଡ଼ି ଚଲାଇବାକୁ ଭାରି ମୁସକିଲ

ଆଗାମୀ ୩ଦିନ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ରାତ୍ରିରୁ ସକାଳ ମଧ୍ୟରେ ଘନ କୁହୁଡି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Climate Changes
ପିଲାଙ୍କୁ କେମିତି ବୁଝେଇବେ ଶରତ କିଏ ? ପତ୍ତା ମିଳୁନି...

ମଣିଷର ପ୍ରକୃତି ନଷ୍ଟ ହେଲେ ରସାତଳକୁ ବୋଲି ଆମେ କହି ଚେତେଇ ଦେଇଥାଉ l ଆଉ ଯଦି ପ୍ରକୃତିର ପ୍ରକୃତି ନଷ୍ଟ ହୁଏ, ଆମେ କେଉଁଠି ଲୁଚିବା ? ଦେଖାଣିଆ ପାଇଁ ଗାଡି ଉପରେ ଗାଡ଼ି କିଣୁଛେ, ହାଟକୁ ଗଲେ ବି ଗାଡି ଚଢୁଛେ, ସୌନ୍ଦର୍ଯ୍ୟକରଣ ନାଁରେ କଂକ୍ରିଟ୍ ସହର ତିଆରି କରୁଛେ, ବାୟୁମଣ୍ଡଳ ପ୍ରତି ସର୍ବାଧିକ ଅବଦାନ ଥିବା ବୃକ୍ଷଗୁଡ଼ିକୁ କାଟି କାଗଜୀ ଫୁଲ ଗଛ ଲଗାଉଛେ l