• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Weather Update
ଆସୁଛି ବାତ୍ୟା, ସତର୍କ ରହିବାକୁ ପାଣିପାଗ ବିଭାଗର ନିର୍ଦ୍ଦେଶ

୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ୩ ତାରିଖ ସୁଦ୍ଧା ସୃଷ୍ଟି ହୋଇ ୪ ସକାଳେ ଉପକୂଳ ଛୁଇଁପାରେ ।

Cyclonic storm likely to form over Bay of Bengal by december 2
ଡିସେମ୍ବର ୨ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ! ୭ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠି...

ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ । ତେଣୁ ସମୁଦ୍ରକୁ ନ ଯିବାକୁ ଧୀବରଙ୍କୁ ପରାମର୍ଶ ଦିଆଯାଇଛି । 

  • Wednesday, 29 November 2023
  • Cyclone
Cyclone Alert
ଡିସେମ୍ବରରେ ଘାରିଲା ବାତ୍ୟା ଭୟ, ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ

୧ ତାରିଖ ବେଳକୁ ବାତ୍ୟାର ରୂପ ନେବା ସମ୍ଭାବନା । ଦିଗ, ଗତି ଓ ପ୍ରଭାବକୁ ନେଇ ସ୍ପଷ୍ଟ ହୋଇନି ଚିତ୍ର ।

Another cyclone may form in the Bay of Bengal
ଆସୁଛି ଆଉ ଏକ ବାତ୍ୟା ! ୨୯ ତାରିଖରେ ଅବପାତ ରୂପ ନେଇପାରେ ଲଘୁଚାପ...

ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି ।

Low pressure likely over bay of bengal around nov 26
ଆସନ୍ତାକାଲି ଘୁର୍ଣ୍ଣିବଳୟ, ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଶୀତ

ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସମ୍ଭାବନା । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗର ଅଞ୍ଚଳରେ ୨୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

Low Pressure
ଆସୁଛି ଆଉ ଏକ ଲଘୁଚାପ !

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

Low Pressure
୨୬ ସୁଦ୍ଧା ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ !

୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ସମ୍ଭାବନା ରହିଛି ।

Cyclone Midhili
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ମିଧିଲି' ! କେଉଁଠି କରିବ ଲାଣ୍ଡଫଲ୍ ?

ମୋଙ୍ଗଲା ଓ ଖେପାପୁରା ମଧ୍ୟରେ ସ୍ଥଳଭାଗକୁ ଅତିକ୍ରମ ..ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡ଼ିବନି ..ଉପକୂଳ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା..

Deep Depression over Westcentral bay of bengal likely to intensify into  Cyclonic Storm in 24 hrs
କେଉଁଆଡ଼େ ଯିବ ବାତ୍ୟା, କେଉଁଠି କରିବ ଲ୍ୟାଣ୍ଡ୍‌ଫଲ୍‌ ?

ଗଭୀର ଅବପାତ ଉତ୍ତର-ଉତ୍ତରପୂର୍ବ ଦିଗକୁ ମୁହାଁଇ ଥିବାରୁ ଓଡ଼ିଶାରେ ବିଶେଷ ପ୍ରଭାବ ନାହିଁ । କେବଳ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Deep depression likely to intensify into cyclone
କାଲି ବଙ୍ଗୋପସାଗରରେ ବାତ୍ୟା: ଓଡ଼ିଶା ଉପରେ ପଡ଼ିବନି ପ୍ରଭାବ

ଗଭୀର ଅବପାତ ନେଇ ପାରେ ବାତ୍ୟାର ରୂପ, ଦିଗ ପରିବର୍ତ୍ତନ କରିଥିବାରୁ ଓଡ଼ିଶା ଉପରେ ପଡ଼ିବନି ପ୍ରଭାବ କହିଲା ପାଣିପାଗ କେନ୍ଦ୍ର ...ଉପକୂଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ... ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ...

Low Pressure
ଆଜିଠୁ ପ୍ରବଳ ବର୍ଷିବ...୧୭ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା ସମ୍ଭାବନା....ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ ...

Low Pressure likely to Form
କାଲିଠୁ ଆରମ୍ଭ ହୋଇଯିବ ବର୍ଷା, ୧୬ରେ ଘନୀଭୂତ ହେବା ସମ୍ଭାବନା

ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

low pressure
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବା ସମ୍ଭାବନା

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି...୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବା ସମ୍ଭାବନା...ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଗତି କରି ଘନୀଭୂତ ହେବ...

Low pressure likely to form over BoB today
ଆଜି ଲଘୁଚାପ, କାଲି ବର୍ଷା! ୧୬ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ .....୧୬ ତାରିଖରେ ଅବପାତର ରୂପ ନେଇପାରେ ....୧୫ ଓ ୧୬ରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ...

Low Pressure to form
ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ, ରାଜ୍ୟରେ ଲଘୁଚାପ ସୃଷ୍ଟି

ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା । ଏହି ଅଞ୍ଚଳରେ ବହୁତ ବାଦଲ ମଧ୍ୟ ଦେଖା ଯାଇଛି ।

Another Low Presure May Form Around Nov 15
ଆସୁଛି ଆଉ ଏକ ଲଘୁଚାପ ! ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

୧୫ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ବର୍ଷା ସମ୍ଭାବନା ରହିଛି ।

Odisha winter
ଖସୁଛି ପାରଦ; ଆସନ୍ତା ୫ ଦିନ ଯାଏ ରାଜ୍ୟରେ କମିବ ତାପମାତ୍ରା

ଗତକାଲି ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବା ସହ ୫ ଦିନ ପରେ ରାତି ତାପମାତ୍ରା ସାମନ୍ୟ ବୃଦ୍ଧି ପାଇବାର ଆଶଙ୍କା ରହିଛି ।

Winter start
ରାଜ୍ୟରେ ଅନେକ ସ୍ଥାନରେ ଶୀତ ଅନୁଭୂତ

ଆରମ୍ଭ ହୋଇ ଗଲାଣି ଶୀତ ଋତୁ। ସମଗ୍ର ରାଜ୍ୟ ଆସ୍ତେଆସ୍ତେ ଶୀତ ଅନୁଭୁତ ହେଲାଣି । ଆଜିଠୁ ରାଜ୍ୟରେ ଆହୁରି ଶୀତ ବଢିବ।

Winter
ରାତିରେ ଖସୁଛି ପାରଦ ! ୧୩ ଡିଗ୍ରୀକୁ ଖସିଲାଣି ଫୁଲବାଣୀ...

ପାହାଡ଼ ଅଞ୍ଚଳରେ ଅନୁଭୂତ ହେଲାଣି ଶୀତର ପ୍ରକୋପ ।

1999 Super Cyclone clocks 24 years
୧୯୯୯ ମହାବାତ୍ୟାକୁ ୨୪ ବର୍ଷ: ଆଜିର ଦିନରେ ପ୍ରଳୟ ରଚିଥିଲା ମହାବାତ୍ୟା, ସବୁକିଛି ଉଜାଡ଼ି ଦେଲା...

ମହାବାତ୍ୟା ସିନା ଚାଲିଗଲା କିନ୍ତୁ ପଛରେ ଛାଡ଼ି ଦେଇ ଯାଇଛି ଅନେକ ଦୁଃଖର ଦାଗ । ଆଜି ବି ସେ ଦିନର କଥାକୁ ମନେ ପକାଇଲେ କୋହରେ ଛାତି ଭରି ଯାଉଛି ।

1891 to 2020 odisha faced more than 100 storms
Super Cyclone: ୧୨୦ ବର୍ଷରେ ଓଡ଼ିଶା ଭୋଗିଲାଣି ୧୦୦ ବାତ୍ୟା; ଏବେ ସାଜିଛି ରୋଲ୍ ମଡେଲ୍

ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ କିଏ ବା ଭୁଲିବ। ଆଜକୁ ୨୪ ବର୍ଷ ତଳେ ଭୟଙ୍କର ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର ବିଭୀଷିକାପୂର୍ଣ୍ଣ କଥା ମନେପଡିଲେ ଛାତି ଥରିଉଠେ। ସେଦିନ ଢୁ ଢୁ ବର୍ଷା ସାଙ୍ଗକୁ ପବନର ଧ୍ୱଂସଲୀଳା ଆଉ ତା’ ସହିତ ସମୁଦ୍ରର କରାଳ ରୂପ ଯିଏ ଦେଖିଛି ସିଏ ଜାଣିଛି।

Weather Update
ଆସନ୍ତା ୧ ତାରିଖରୁ ୩ ଯାଏଁ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ୩ ଦିନ ଯାଏଁ ବର୍ଷା ନେଇ ସୂଚନା ଦିଆଯାଇଛି ।

'Hamun'
ଦୁର୍ବଳ ହେଲା ‘ହାମୁନ୍’, ଅତିକ୍ରମ କଲା ବାଂଲା ଉପକୂଳ

ବାତ୍ୟାଟି ଦୁର୍ବଳ ହୋଇ ବାଂଲାଦେଶ ଉପକୂଳ ଅତିକ୍ରମ କରିଛି । ଏହା ଆସନ୍ତା ୬ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ । ପରବର୍ତ୍ତୀ ୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।

Cylone Hamoon intensified into VSCS
ଭୀଷଣ ବାତ୍ୟାରେ ପରିଣତ ହେଲା ‘ହାମୁନ୍‌’

ଭୀଷଣ ବାତ୍ୟାରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ହାମୁନ୍‌’ । ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବ ନାହିଁ।

Cyclone Hamoon intensified into severe’ cyclonic storm
ଭୀଷଣ ବାତ୍ୟାରେ ପରିଣତ ହେଲା ‘ହାମୁନ୍’, ଓଡ଼ିଶାରେ ପ୍ରଭାବ ପଡ଼ିବନି...

କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ।